Masthead

ଦୁଇ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ବୋଲଗଡ଼  (ବଡ଼ ଖବର ବ୍ୟୁରୋ):  ଦୁଇ ଭାଇଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ସାନ ଭାଇର ମୃତ୍ୟୁ ହୋଇଥିବା ବେଳେ ବଡ ଭାଇ ଗୁରୁତର ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ରେ । ମୃତକ ହେଲେ ପଞ୍ଚୁ ରାଉତଙ୍କ ବିକ୍ରମ ରାଉତ ଓ ବିପିନ ରାଉତ । ପାରିବାରିକ କଳହକୁ ନେଇ ହତ୍ୟା ହୋଇଥିବା ଚର୍ଚ୍ଚା ହେଉଛି । ଖବରପାଇ ବାଙ୍କୋଇ ଫାଣ୍ଡି ପୁଲିସ ପହଂଚି ପ୍ରଥମେ ବିପିନଙ୍କୁ ଉଦ୍ଧାର କରିଥିଲେ । ଘଟଣାସ୍ଥଳରେ ବିପିନଙ୍କ ମୃତୁ୍ୟ ହୋଇଥିଲା । ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼