Masthead

ଯୁବକଙ୍କୁ ମାରି ରାସ୍ତା ଉପରେ ଫିଙ୍ଗି ଚାଲିଗଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ); ଯୁବକଙ୍କୁ ମାରି ରାସ୍ତା ଉପରେ ଫିଙ୍ଗି ଚାଲିଗଲେ ଦୁର୍ବୃତ୍ତ । ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଠାରେ ଘଟିଛି ଏଭଳି ଘଟଣା । ସକାଳେ ଏକ ଜିପରେ ଆସି ଜଣେ ଯୁବକଙ୍କୁ ରାସ୍ତା କଡ଼ରେ ପଡିଥିବା ଦେଖିବାକୁ ମିଳିଥିଲା । । ସ୍ଥାନୀୟ ଲୋକେ ଅଚେତ ଅବସ୍ତାରେ ଯୁବକଙ୍କୁ ଦେଖି ପୋଲିସକୁ ଖବର ଦେଇଥିଲେ । ଏହା ସହ ପୋଲିସ ଆମ୍ବୁଲାନ୍ସ ସହ ଆସି ଅଚେତ ଅବସ୍ଥାରେ ପୋଲିସଙ୍କୁ ଖବର ଦେଇଥିଲେ । ଚିକିତ୍ସା ପାଇଁ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ କିଏ ଓ କାହିଁକି ଯୁବକଙ୍କୁ ଫିଙ୍ଗି ଚାଲିଗଲା ଏହାର କାରଣ ଅସ୍ପଷ୍ଟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା