Masthead

ଏଣିକି ଆରଟିପିସିଆର ବାଧ୍ୟତାମୂଳକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ଭୂତାଣୁର ନୂଆ ପ୍ରଜାତିକୁ ନଜରରେ ରଖି କଟକଣା ଲଗାଇଲେ ଭାରତ ସରକାର। ୭ଟି ଦେଶରୁ ଫେରିଲେ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ । ଦକ୍ଷିଣ ଆଫ୍ରିକା, ବାଂଲାଦେଶ, ବୋଷ୍ଟୱାନ, ଚୀନ, ମରିସସ, ନ୍ୟୁଜିଲାଣ୍ଡ ଓ ଜିମ୍ବୱେରୁ ଆସୁଥିବା ନାଗରିକଙ୍କ ପାଇଁ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି ।

ଭୂତାଣୁର ନୂଆ ପ୍ରଜାତି ହୁ ହୁ ହୋଇ ବଢିବାରେ ଲାଗିଛି । ଏହାକୁ ନେଇ ଚିନ୍ତାରେ ସରକାର । ବିଦେଶରୁ ଆସୁଥିବା ନାଗିରକଙ୍କ ପାଇଁ ଏୟାରପୋର୍ଟରେ ଆରଟିପିସିଆର ଟେଷ୍ଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି । ଏନେଇ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ସରକାରଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ