Masthead

ଜମି କିଣାବିକାକୁ ନେଇ ବଦଳିଲା ନିୟମ, ଅନଲାଇନରେ ବୁକିଂ ହେବ ସ୍ଲଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜମି କିଣାବିକା ପାଇଁ ବଦଳିଲା ନିୟମ । ଭିଡ଼ ସମସ୍ୟା ଦୂର କରିବା ପାଇଁ ଏଣିକି ଅନଲାଇନରେ ହୋଇପାରିବ ସ୍ଲଟ ବୁକିଂ । ଲୋକମାନଙ୍କୁ ବାରମ୍ବାର ଆଉ ଦୌଡ଼ିବାକୁ ପଡିବ ନାହିଁ କି ସମୟ ମଧ୍ୟ ନଷ୍ଟ ହେବ ନାହିଁ। ଆଇଜିଆଇ ବା ଇନ୍ସପେକ୍ଟର ଜେନେରାଲ ଅଫ୍ ରେଜିଷ୍ଟ୍ରେସନ ପକ୍ଷରୁ ଏନେଇ ଘୋଷଣା କରାଯାଇଛି ।

ଏଥିପାଇଁ ନିର୍ଦ୍ଦିଷ୍ଟ ସମୟ ଦିଆଯିବ। ସେହି ସମୟରେ ସେମାନେ ତହସିଲ ଓ ସବ ରେଜିଷ୍ଟ୍ରେସନ ଅଫିସରେ ପହଞ୍ଚିବେ। ଜମିବାଡ଼ି କିଣାବିକା ସେହି ସମୟରେ ହେବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ବିଭାଗ କାମ କରୁଛି। ଦେଶରେ ଏହା ପ୍ରଥମ। ଦେଶରେ ଲ୍ୟାଣ୍ଡ ଆକ୍ୟୁଜେସନରେ ମଧ୍ୟ ପ୍ରଥମ। ଯିଏ ଯେତେବେଳେ ଉନ୍ନତି ମୂଳକ କାମ ପାଇଁ ଜମି ମାଗିଛନ୍ତି ତାଙ୍କୁ ଯୋଗାଇ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ