Masthead

ଲକଡାଉନ ଓ ସଟଡାଉନ ନିଷ୍ପତ୍ତି ନେଇପାରିବେ ସରପଞ୍ଚ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ମୁକାବିଲା ପାଇଁ ସୋମବାର ବସିଥିଲା ସର୍ବଦଳୀୟ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ବଡ଼ ଘୋଷଣା । ୨୪ ମଇରୁ ତିନି ମାସ ପର୍ଯ୍ୟନ୍ତ ଘରକୁ ଘର ବୁଲି କରୋନା ଲକ୍ଷଣ ଓ ଜଟିଳ ରୋଗର ସର୍ଭେ କରିବେ ଆଶା କର୍ମୀ । ସେମାନଙ୍କୁ ମିଳିବ ପ୍ରୋତ୍ସାହନ । କୋଭିଡ଼ ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଥିବା ଗାଁ କଲ୍ୟାଣ ସମିତି ସାମିଲ ହେବ । ଏଥିପାଇଁ ଗାଁ କଲ୍ୟାଣ ସମିତିକୁ ଦିଆଯିବ ପ୍ରୋତ୍ସାହନ ।

ପରିସ୍ଥିତିକୁ ଦେଖି ଗାଁରେ ଲକ୍‌ଡାଉନ ଓ ସଟଡାଉନ୍ ସଂପର୍କରେ ସରପଞ୍ଚମାନେ ନିଷ୍ପତ୍ତି ନେଇପାରିବେ । କୋଭିଡରେ ମୃତ ବ୍ୟକ୍ତିଙ୍କ ପିଲାଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସାମିଲ କରାଯିବ । ସେମାନଙ୍କୁ ମାଗଣା ଶିକ୍ଷା ଦେବେ ସରକାର । ଅକ୍ସିଜେନ ଯୋଗାଣର ସୁପରିଚାଳନା ପାଇଁ ଗଠନ ହେବ ଟାସ୍କଫୋର୍ସ । ମାଷ୍ଟରପ୍ଲାନ ପ୍ରସ୍ତୁତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି