Masthead

ବନ୍ଦ ହେଲା ଏସସିବି ମେଡିକାଲ ନର୍ସିଂ କଲେଜ

କଟକ (ବଡ଼ ଖବର ବ୍ୟୁରୋ): ଏସିବି ମେଡିକାଲ ନର୍ସିଂ କଲେଜ ବନ୍ଦ ।  କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସିଏସଙ୍କ ନିର୍ଦ୍ଦେଶରେ ବନ୍ଦ ନିଷ୍ପତ୍ତି ନିଆଯାଇଛି । ଏଥିଯୋଗୁଁ ଶନିବାର ସନ୍ଧ୍ୟା ୫ଟା ସୁଦ୍ଧା ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ପର୍ଯ୍ୟନ୍ତ ବନ୍ଦ ରହିବ ନର୍ସିଂ କଲେଜ ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୮୧୮୨ରେ ପହଞ୍ଚିଛି । କଟକରେ ମୋଟ୍ ୨୯୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୩୮୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ