Masthead

ବନ୍ଦ ହେଲା ଏସସିବି ମେଡିକାଲ ନର୍ସିଂ କଲେଜ

କଟକ (ବଡ଼ ଖବର ବ୍ୟୁରୋ): ଏସିବି ମେଡିକାଲ ନର୍ସିଂ କଲେଜ ବନ୍ଦ ।  କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସିଏସଙ୍କ ନିର୍ଦ୍ଦେଶରେ ବନ୍ଦ ନିଷ୍ପତ୍ତି ନିଆଯାଇଛି । ଏଥିଯୋଗୁଁ ଶନିବାର ସନ୍ଧ୍ୟା ୫ଟା ସୁଦ୍ଧା ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ପର୍ଯ୍ୟନ୍ତ ବନ୍ଦ ରହିବ ନର୍ସିଂ କଲେଜ ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୮୧୮୨ରେ ପହଞ୍ଚିଛି । କଟକରେ ମୋଟ୍ ୨୯୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୩୮୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା