Masthead

କାନ୍ଦ ବୋବଳିରେ ଫାଟିପଢୁଛି ଦୁର୍ଘଟଣାସ୍ଥଳ

ବାଲେଶ୍ବର(ବଡ଼ ଖବର ବ୍ୟୁରୋ):କାନ୍ଦ ବୋବାଳିରେ ଫାଟିପଡୁଥିଲା ଦୁର୍ଘଟଣାସ୍ଥଳ । କହାର ହାତ ନଥିଲାତ କାହାର ଗୋଡ ନଥିଲା । କିଏ ରକ୍ତ ଜୁଡୁବୁଡି । କାହାର ମୁଣ୍ଡ ଫାଟିଛି ତ ଆଉ କାହାର ଗୋଡ ଭାଙ୍ଗିଛି । କାହାର ଅଣ୍ଟାଠାରୁ କଟିଯାଇଛି ତ କିଏ ସମ୍ପୂର୍ଣ୍ଣ ଦୃଷ୍ଟି ଶକ୍ତି ହରାଇବା ଭଳି ଅବସ୍ଥା ।

ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ସେମାନଙ୍କୁ ଚିକିତ୍ସା କରିବାରେ ଲାଗିପଡିଥିଲେ ଡାକ୍ତର । ସହଯୋଗର ହାତ ବଢାଇଥିଲେ ଶହ ଶହ ସ୍ୱେଚ୍ଛାସେବୀ । ଆହତ ଯାତ୍ରୀଙ୍କ ସମସ୍ତ ଯତ୍ନ ହାତକୁ ନେଇଥିଲେ ସ୍ୱେଚ୍ଛାସେବୀ । ଖାଇବାକୁ ଦେଉଥିଲେ । ଆଉଁସି ଦେଉଥିଲେ । ସାହସ ଦେଉଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି