Masthead

ଖୁବଶୀଘ୍ର ଖୋଲିବ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ଖୋଲିପାରେ ରାଜ୍ୟର ସ୍କୁଲ । ଦୀର୍ଘ ଦିନର ବ୍ୟବଧାନରେ ରାଜ୍ୟ ବିଦ୍ୟାଳୟ ଖୋଲିବାକୁ ଯାଉଛନ୍ତି ସରକାର । ସ୍କୁଲ ବନ୍ଦ ଥିବା ବେଳେ ଅନଲାଇନରେ ପାଠପଢା ପଠପଢା ଚାଲିଛି । ହେଲେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଠପଢା ବ୍ୟାଘାତ ସୃଷ୍ଟି ହେଉଥିବା ନେଇ ଅଭିଭାବକ ଦାବି କରିଆସୁଛନ୍ତି ।

ପୂଜା ପରେ ସ୍କୁଲ ଖୋଲିବା ନେଇ ଆଶା ପ୍ରକଟ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ଆଶା କରୁଛୁ ଯେ ପୂଜା ପରେ କରୋନା ସ୍ଥିତି ସୁଧୁରିବ । କ୍ଲାସ ପାଇଁ ସ୍କୁଲ ଖୋଲିବ । ସେପଟେ ଦଶହରା ଛୁଟି ପରେ ଅଷ୍ଟମ ଓ ଏକାଦଶ କ୍ଲାସ ଖୋଲିବ ବୋଲି ସୂଚନା ଦେଇଛି ଗଣଶିକ୍ଷା ବିଭାଗ । ଅଫଲାଇନରେ ପାଠ ପଢିବେ ଛାତ୍ରଛାତ୍ରୀ । ପୂର୍ବରୁ ନବମ ଓ ଦ୍ୱାଦଶ କ୍ଲାସ ଅଫଲାଇନରେ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ