Masthead

ଆସନ୍ତା କାଲି ଖୋଲିବ ସ୍କୁଲ, ସ୍ଥିତି ସମୀକ୍ଷାକଲେ ସମୀର ଦାଶ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୀର୍ଘ ୯ ମାସର ବ୍ୟବଧାନପରେ ଆସନ୍ତାକାଲି ଖୋଲିବ ସ୍କୁଲ। ଏହା ପୂର୍ବରୁ ଆଜି ସ୍କୁଲ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। କ୍ଲାସ୍ ରୁମକୁ ସମ୍ପୂର୍ଣ୍ଣ ସାନିଟାଇଜ କରାଯାଇଛି ବୋଲି ମନ୍ତ୍ରୀ କହିଥିବା ବେଳେ ସ୍କୁଲ୍ ପ୍ରବେଶ ପୂର୍ବରୁ ପିଲାଙ୍କ ହାତକୁ ସାନିଟାଇଜ କରାଯିବ ବୋଲି ସେ କହିଛନ୍ତି ।

ରାଜ୍ୟରେ ୧୦ ହଜାରରୁ ଅଧିକ ସ୍କୁଲ ରହିଥିବା ବେଳେ ସେଥିରୁ ୮ ହଜାର ସରକାରୀ ଓ ୩ ହଜାର ବେସରକାରୀ ସ୍କୁଲ ରହିଛି । ଯେଉଁଥିରେ ୬ ଲକ୍ଷରୁ ଉର୍ଦ୍ଧ ପିଲା ପଢୁଛନ୍ତି। ଏସଓପି ଅନୁସାରେ ରାଜ୍ୟର ସବୁ ସ୍କୁଲ ଖୋଲିବ ତା ସହିତ ପ୍ରତି ସେକ୍ସନରେ ୨୦ରୁ ୨୫ ପିଲା ପାଠ ପଢ଼ିବେ। ଅଧିକ ପିଲା ଥିଲେ ଅଧିକ ସେକ୍ସସନ ହେବ । ସାନିଟାଇଜେସନ ଓ ପିଲାଙ୍କ ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦିଆଯାଉଛି ବୋଲି ମଧ୍ୟ ମନ୍ତ୍ରୀ ମତ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ