Masthead

ସ୍କୁଟିକୁ ଧକ୍କା ଦେଇ ଘୋଷାଡ଼ି ନେଲା ପିକଅପ ଭ୍ୟାନ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ସ୍କୁଟିକୁ ଧକ୍କା ଦେଇ ଘୋଷାଡ଼ି ନେଲା ପିକଅପ ଭ୍ୟାନ । ସ୍କୁଟି ଆରୋହୀ ଗୁରୁତର । ହସ୍ପିଟାଲରେ ଭର୍ତ୍ତି । ପିକଅପକୁ ଅଟକାଇ ଡ୍ରାଇଭରକୁ ଥାନାରେ ଜିମାଦେଲେ ଉତ୍ତ୍ୟକ୍ତ ଲୋକେ । ଏଭଳି ଘଟଣା ଘଟିଛି ଭବାନୀପାଟଣା ନକଟିଗୁଡା ଠାରେ । ଭୁବନେଶ୍ୱରରୁ ଜୁନାଗଡ଼ ଅଭିମୁଖେ ଯାଉଥିବା ଏକ ପିକଅପ ଭ୍ୟାନ ଭବାନୀପାଟଣା ନକଟିଗୁଡା ଠାରେ ଏକ ସ୍କୁଟିକୁ ଧକ୍କା ଦେଇଥିଲା ।

ଧକ୍କା ଦେବା ପରେ ଘୋଷାଡ଼ି ଘୋଷାଡ଼ି ନେଉଥିଲା । ସ୍ଥାନୀୟ ଲୋକେ ଦେଖିବା ପରେ ପିକଅପ ଭ୍ୟାନକୁ ଅଟକାଇ ଥିଲେ । ପରେ ଗୁରୁତର ସ୍କୁଟି ଆରୋହୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ପିକଅପ ଡ୍ରାଇଭରକୁ ମାଡ଼ ମାରିବା ସହିତ ପୋଲିସର ଜିମା ଦେଇଛନ୍ତି ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି