Masthead

ଏସଏଚଜି ଗ୍ରୁପକୁ ମିଳିବ ସ୍କୁଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ବଜେଟ ୨୦୨୩-୨୪ରେ ମିଶନ ଶକ୍ତିକୁ ରାଜ୍ୟ ସରକାରଙ୍କ ଗୁରୁତ୍ୱ । ଗମନାଗମନ ସଶକ୍ତିକରଣ ପାଇଁ ନୂଆ ଯୋଜନା । ମିଶନ ଶକ୍ତି ସ୍କୁଟର ଯୋଜନାରେ ମିଳିବ ସ୍କୁଟର । ଇମ୍ୟୁନିଟି ସପୋର୍ଟ ଷ୍ଟାପ ଓ ଇସି ସଦସ୍ୟଙ୍କୁ ମିଳିବ ସ୍କୁଟର । ଏହି ଯୋଜନା ଅଧିନରେ ସ୍କୁଟର କ୍ରୟ ପାଇଁ ନିଆଯାଇଥିବା ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ରିହାତି ପ୍ରସ୍ତବ ଦିଆଯାଉଛି । ଏଥି ପାଇଁ ୫୦ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ମିଶନ ଶକ୍ତି ପାଇଁ ୨ ହଜାର ୫୫୪ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଏହା ଗତ ଆର୍ଥିକ ବର୍ଷର ବ୍ୟୟ ବରାଦଠାରୁ ୨୭ ପ୍ରତିଶତ ଅଧିକ ।

ଏହି ବଜେଟରେ ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧିନରେ ୯ ଶହ ୯୬ କୋଟି ଟଙ୍କା, ମିଶନ ଶକ୍ତି କାର୍ଯ୍ୟକ୍ରମ ଅଧିନରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ତାଙ୍କର ମହାସଂଘ ପାଇଁ ଆର୍ଥିକ ସହାୟତା ବାବଦରେ ୯ ଶହ ୮୯ କୋଟି ଟଙ୍କା, ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ୩ଶହ ୨୦ କୋଟି ଟଙ୍କା, ଜିଲ୍ଲା ମାନଙ୍କରେ କ୍ଷୁଦ୍ର ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ ପାଇଁ ୧ ଶହ ୫୦ କୋଟି ଟଙ୍କା ଓବଂ ଏସଏଚଜିଙ୍କୁ ସୁଧ ରିହାତି ବାବଦରେ ୨ ଶହ ୨୦ କୋଟି ଟଙ୍କା ଅନ୍ତର୍ଭୁକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ