Masthead

ସିଲ୍‌ ହେଲା ବରମୁଣ୍ଡା HP ପେଟ୍ରୋଲ ପମ୍ପ

ଭୁବନେଶ୍ୱର(ବଡ ଖବର ବ୍ୟୁରୋ): ସିଲ୍‌ ହେଲା ଭୁବନେଶ୍ୱର ବରମୁଣ୍ଡା HP ପେଟ୍ରୋଲ ପମ୍ପ। ପେଟ୍ରୋଲ ଓ ଡିଜେଲରେ ପାଣି ମିଶା ଯାଉଥିବା ଅଭିଯୋଗ ହେବା ପରେ ଏହି ପେଟ୍ରୋଲ ପମ୍ପଙ୍କୁ ସିଲ୍ କରିଛି ଖଣ୍ଡଗିରି ପୁଲିସ୍‌। ବୁଧବାର ଏହାକୁ ନେଇ ପ୍ରବଳ ହଙ୍ଗାମା ହୋଇଥିଲା ।

ଖବର ପ୍ରସାରଣ ପରେ ଫୋରେନ୍ସିକ ଲାବୋରୋଟୋରିର ସାଇଣ୍ଟିଫିକ ଟିମ୍ ଓ HP କମ୍ପାନି ସାଇଣ୍ଟିଫିକ୍ ଟିମ୍ ଆସି ନମୁନା ସଂଗ୍ରହ କରିଛି । ଯଦି ଅପମିଶ୍ରଣ କରାଯାଉଥିବାର ପ୍ରମାଣ ମିଳେ, ତେବେ ଲାଇସେନ୍ସ ରଦ୍ଦ ହେବ ବୋଲି କହିଛନ୍ତି HPର ଏରିଆ ଇନଚାର୍ଜ ଶୁଭବ୍ରତ ଖାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା