Masthead

ଚାଲିଥିଲା ମେଣ୍ଢା ଲଢେଇ, ହଠାତ ପହଞ୍ଚିଲା ପୋଲିସ…

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ପାରମ୍ପାରିକ ମେଣ୍ଢା ଲଢେଇରେ ପୋଲିସର ଚଢାଉ । ଲୋକ ଭିଡ ଭିତରେ ଯାମଦା ପୋଲିସ ନାକେଦମ୍ । ଯାମଦା ଥାନା ଗୁଳତା ଗ୍ରାମରେ ମେଣ୍ଢା ଲଢେଇ ହେଉଥିଲା । କୋଭିଡ ଗାଇଡଲାଇନ ଉଲ୍ଲଙ୍ଘନ କରି ଶତାଧିକ ଲୋକେ ଏକାଠି ହୋଇଥିବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଚଢାଉ କରିଥିଲା ।

ଏହି ସମୟରେ ପୋଲିସକୁ ନାକେଦମ୍ ହେବାକୁ ପଡିଥିଲା । ଭିଡକୁ ସମ୍ଭାଳିବା ପାଇଁ ହାତ ଗଣତି ପୋଲିସ୍ କର୍ମଚାରୀଙ୍କୁ ପଠାଇବା ଉଚ୍ଚ ପଦସ୍ଥ ଅଧିକାରୀଙ୍କ କାର୍ୟ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା