Masthead

ବିଜେଡି ନେତାଙ୍କୁ ଗୁଳି ମାଡ଼, ଆକ୍ରମଣର କାରଣ ଅସ୍ପଷ୍ଟ

କାମାକ୍ଷାନଗର  (ବଡ଼ ଖବର ବ୍ୟୁରୋ):  ଯୁବ ବିଜେଡି ନେତାଙ୍କୁ ଗୁଲିମାଡ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଏନଏସିର ଯୁବ ବିଜେଡି ନେତା ତଥା ଠିକାଦାର କାହ୍ନୁ ସାହୁଙ୍କୁ ଗୁଳିମାଡ । ବୁଧବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ଘଟିଥିବା ସୂଚନା । ସେ ଘରକୁ ତାଙ୍କ କାରରେ ଫେରୁଥିବା ବେଳେ ୩ ଦୁର୍ବୃତ୍ତ ଗୁଳି ମାଡ଼ କରିଥିଲେ । କାହ୍ନୁଙ୍କ ଡାହାଣ ହାତ ଓ ଜଂଘରେ ଗୁଳି ବାଜିଛି । ପ୍ରଥମେ କାମାକ୍ଷାନଗର ଓ ପରେ କଟକ ମେଡିକାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି । ଆକ୍ରମଣର କାରଣ ଏ ପର୍ଯ୍ୟନ୍ତ ଜଣା ପଡିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା