Masthead

କୂଳ ଲଘୁଂଛି ବୈତରଣୀ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ବୈତରଣୀ ନଦୀରେ ବୃଦ୍ଧି ପାଉଛି ଜଳସ୍ତର । ଫଳରେ ଯାଜପୁର ସହ ଭଦ୍ରକ ଜିଳ୍ଲା ପାଇଁ ବିପଦ ବଢିବାରେ ଲାଗିଛି । ଉଭୟ ଜିଲ୍ଲ୍ଲାରେ ବନ୍ୟା ଆଶଙ୍କା ବୃଦ୍ଧି ପାଇଛି ।

ବିଶେଷତଃ ଆଖୁଆପଦା ନିକଟରେ ବିପଦ ସଙ୍କେତ ଉପରେ ବହୁଛି ବୈତରଣୀ ନଦୀ । ବୈତରଣୀ ନଦୀର ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ବର୍ତ୍ତମାନ ନଦୀରେ ପ୍ରବାହିତ ହେଉଥିବା ଜଳସ୍ତର ରହିଛି ୧୭.୮୮ ମିଟର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ