Masthead

ଭାଇର ଶୁଭ ମନାସିବାବେଳେ ଗଲା ଭଉଣୀର ଜୀବନ

କଟକ(ବଡ଼ ଖବର ବ୍ୟୁରୋ): ଖୁଦୁରୁକୁଣୀ ଓଷା ପାଳନ ବେଳେ ଅଘଟଣ। ବିଦ୍ୟୁତ ଆଘାତରେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ। ସିଡିଏ ହଇରାଣପୁର ବସ୍ତିରେ ଘଟିଛି ଏହି ଅଘଟଣ। ମୃତ ଯୁବତୀ ହେଲେ ହଇରାଣପୁର ବସ୍ତିରେ ରହୁଥିବା ପଙ୍କଜ ଦାଶଙ୍କ ୨୩ ବର୍ଷୀୟ ଝିଅ ପ୍ରିୟଙ୍କା ଦାଶ(କଣ୍ଢେଇ) ।

ଖୁଦୁରୁକୁଣୀ ପୂଜା ପାଇଁ ପଡିଶା ଘର ଛାତ ଉପରକୁ ଯାଇଥିବା ବେଳେ ପାଖରେ ଯାଇଥିବା ଖୋଲା ମୁକୁଳା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଵାରୁ ଘଟିଥିଲା ଅଘଟଣ। ଯୁବତୀ ଜଣଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଘରୋଇ ମେଡ଼ିକାଲ୍ ନିଆଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣାସ୍ଥଳରେ ମର୍କତ ନଗର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ