Masthead

ଏସଆଇଟି ଗଠନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୁପ୍ରିମକୋର୍ଟରେ ପେଗାସସ୍ ମାମଲା । ଏସଆଇଟି ଗଠନ କଲେ ସୁପ୍ରିମକୋର୍ଟ । ୩ ଜଣିଆ ଏକ୍ସପର୍ଟ କମିଟି ଗଠନ କଲେ ସୁପ୍ରିମକୋର୍ଟ । ଏହି କମିଟିରେ ଅଛନ୍ତି ଫରେନସିକ ଏକ୍ସପର୍ଟ । କମିଟିରେ ସାମିଲ ଅଛନ୍ତି ଆଇଟି ଓ ସାଇବର ଏକ୍ସପର୍ଟ । ଜଷ୍ଟିସ୍ ଆର.ଭି ରବୀନ୍ଦ୍ରନ କମିଟି ଅଧ୍ୟକ୍ଷ ହୋଇଛନ୍ତି । ତଦନ୍ତ କରି ୮ ସପ୍ତାହରେ ରିପୋର୍ଟ ଦେବ ଏସଆଇଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ