Masthead

ଅଟା ପାଇଁ ଗଲା ୧୬ ଜୀବନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ପାକିସ୍ତାନରେ ଏବେ ହାହାକାର ପରିସ୍ଥିତି । ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଛି ପାକିସ୍ତାନ । କିନ୍ତୁ ଏବେ ଖାଇବା ଯୋଗାଡ଼ କରିବା ଲୋକମାନଙ୍କ ପାଇଁ ହେଉଛି କଷ୍ଟକର । ଖଇବା ଯୋଗଡ଼ କରିବା ପାଇଁ ଲୋକମାନେ ନିଜ ଜୀବନକୁ ବାଜି ଲଗାଉଛନ୍ତି । ମୁଠାଏ ଅଟା ପାଇବା ଲାଗି ଭିଡ଼ ଭିତରେ ସେମାନଙ୍କୁ ସଂଘର୍ଷ କରିବାକୁ ପଡ଼ୁଛି।

ଦେଶର ବିଭିନ୍ନ ସ୍ଥାନରେ ଅଟା ପାଇବା ଲାଗି ଭିଡ଼ରେ ଠେଲାପେଲା ଯୋଗୁ ବହୁ ଲୋକ ଆହତ ହୋଇଛନ୍ତି । ଏପର୍ଯ୍ୟନ୍ତ ୧୬ ଜଣଙ୍କ ଜୀବନ ଗଲାଣି । ମୃତକମାନେ ହେଉଛନ୍ତି କେବଳ ମହିଳା ଓ ଶିଶୁ । ଖାଦ୍ୟ ଯୋଗାଡ଼ କରିବା ଲାଗି ଭିଡ଼ ନିୟନ୍ତ୍ରଣ ବାହାରକୁ ଚାଲିଯାଉଥିବାରୁ କିଛି ସ୍ଥାନରେ ପୁଲିସକୁ ଟିଅରଗ୍ୟାସ୍‌ ପ୍ରୟୋଗ କରିବାକୁ ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା