Masthead

ପାକିସ୍ତାନରେ ପରମାଣୁ ବୋମା ବିକ୍ରି କରିବାର ଟାଇମ ଆସିଗଲାଣି…କେତ୍ରା ମିଳୁ ନାହାନ୍ତି: ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନରେ ଆଣବିକ ବୋମାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ଼ ବୟାନ । କହିଛନ୍ତି ପାକିସ୍ତାନରେ ପରମାଣୁ ବୋମା ବିକ୍ରୀ କରିବାର ସମୟ ପାଖେଇ ଆସିଗଲାଣି । ଶନିବାର କଂଗ୍ରେସ ନେତା ମଣି ଶଙ୍କର ଆୟାରଙ୍କ ‘ପାକିସ୍ତାନରେ ଆଣବିକ ବୋମା ଅଛି’ ବୟାନକୁ ନେଇ ଏଭଳି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ କହିଛନ୍ତି ଯେ କଂଗ୍ରେସ ବାରମ୍ବାର ନିଜ ଦେଶକୁ ଭୟଭୀତ କରିବାକୁ ଚେଷ୍ଟା କରୁଛି, ସାବଧାନ ରୁହ, ପାକିସ୍ତାନରେ ପରମାଣୁ ବୋମା ଅଛି।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି ଯେ ଆଜି ପାକିସ୍ତାନର ଅବସ୍ଥା ଏପରି ଯେ ବର୍ତ୍ତମାନ ସେ ବୋମା ବିକ୍ରି କରିବାର ପରିସ୍ଥିତି ଆସିଛି, କିନ୍ତୁ ଏଥିପାଇଁ କୌଣସି କ୍ରେତା ମିଳୁନାହାନ୍ତି। ମଣି ଶଙ୍କର ଆୟାର ଏକ ସାକ୍ଷାତକାରରେ କହିଥିଲେ ଯେ ପାକିସ୍ତାନରେ ପରମାଣୁ ବୋମା ଅଛି। ଆମ ପାଖରେ ମଧ୍ୟ ବୋମା ଅଛି, କିନ୍ତୁ ଯଦି କେହି ଲାହୋର ଉପରେ ବୋମା ପକାନ୍ତି, ତେବେ ବିକିରଣ ୮ ସେକେଣ୍ଡରେ ଅମୃତସରରେ ମଧ୍ୟ ପହଞ୍ଚିପାରେ। ପାକିସ୍ତାନକୁ ସମ୍ମାନର ସହ ବ୍ୟବହାର କରିବା କର ବୋଲି କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା