Masthead

ଖୁବଶୀଘ୍ର ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ରାଜ୍ୟରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ। ଶ୍ରେଣୀଗୃହରେ ବସି ପାଠ ପଢିବେ ଛାତ୍ରଛାତ୍ରୀ। ଏବେ ବି କରୋନା ସଂକ୍ରମଣର ଭୟ ଥିବାରୁ ସ୍କୁଲ ଖୋଲିବା ପରେ ସଚେତନତା ଓ ସୁରକ୍ଷା ଉପରେ ଗୁରୁତ୍ୱ ଦେବେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ। ଏନେଇ ଆୟୋଗ ପକ୍ଷରୁ ଆସନ୍ତା ୨୦ ତାରିଖରୁ ରାଜ୍ୟବ୍ୟାପୀ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ। ୪୦ ଦିନ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ ।

ଏହା ପୂର୍ବରୁ ୧୯ ତାରିଖରେ ଶିଶୁ ବିଧାନସଭାର ଆୟୋଜନ କରାଯିବ। କାର୍ଯ୍ୟକ୍ରମ ବିଧାନସଭା ପରିସରରେ କରିବା ପାଇଁ ଆୟୋଗ ଯୋଜନା କରିଥିବାବେଳେ ଏଥିପାଇଁ ବାଚସ୍ପତିଙ୍କ ଅନୁମତିକୁ ଅପେକ୍ଷା ରହିଛି। ଅନୁମତି ନମିଳିଲେ ଜୟଦେବ ଭବନରେ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିରେ ଶିଶୁମାନଙ୍କୁ ସାମିଲ କରାଯିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି