Masthead

କଂଗ୍ରେସରେ ପୁଣି ନିରଂଜନ ହଟାଓ ନାରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରେ ପୁଣି ନିରଂଜନ ହଟାଓ ନାରା ତେଜିବା ଆରମ୍ଭ କରିଛି । ରାଜ୍ୟ କଂଗ୍ରେସର ନେତୃତ୍ୱ ପରିବର୍ତ୍ତନ ଦାବିରେ ଦିଲ୍ଲୀରେ ଡେରା ପକେଇଛନ୍ତି ନେତା । ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର ଭୁବନେଶ୍ୱରରେ ଥିବାବେଳେ କଂଗ୍ରେସର ୫ଜଣିଆ ଟିମ ଦିଲ୍ଲୀରେ ପହଞ୍ଚିଛନ୍ତି । ବରିଷ୍ଠ କଂଗ୍ରେସ ନେତାଙ୍କୁ ଭେଟି ପିସିସି ସଭାପତି ପରିବର୍ତ୍ତନ ନେଇ ସେମାନେ ଦାବି ଜଣାଇଛନ୍ତି । ଏହି ଟିମରେ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା, ପୂର୍ବତନ ମନ୍ତ୍ରୀ ରବୀନ୍ଦ୍ର ସେଠୀ, ପୂର୍ବତନ ସାଂସଦ ରମାକାନ୍ତ ଦିଗଲ, ପୂର୍ବତନ ବିଧାୟକ କୁମାର ଚିଞ୍ଜୀବୀଙ୍କ ସମେତ ଚିନ୍ମୟ ବେଉରା ବି ଅଛନ୍ତି । ଦଳର ସୁପ୍ରିମୋ ଏହି ଦାବି ଜଣାଇବାର ସମ୍ଭାବନା ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼