Masthead

ମଦ ନିଶାରେ ବାପାକୁ ହାଣିଲା ପୁଅ

ସୋର(ବଡ଼ ଖବର ବ୍ୟୁରୋ): ମଦ ନିଶାରେ ବାପାକୁ ହାଣି ହତ୍ୟା କଲା ପୁଅ । ଶୁକ୍ରବାର ରାତି ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଔପଦା  ଥାନା ଫତେପୁର ପଞ୍ଚାୟତ ପାଇକଡା ଗ୍ରାମରେ । ମଦ ନିଶାରେ ଉକ୍ତ ଗ୍ରାମର ଶ୍ରୀକାନ୍ତ ନାୟକ ତାଙ୍କ ବାପା ଅନାମ ନାୟକଙ୍କୁ କଟୁରୀରେ ବିଭତ୍ସଭାବେ ହତ୍ୟା କରିଥିଲେ । ଖବର ପାଇ ଗ୍ରାମବାସୀ ଶ୍ରୀକାନ୍ତ ନାୟିକି ହାତ ଗୋଡ ବାନ୍ଧି ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ