Masthead

ସମ୍ପର୍କରେ ରକ୍ତର ଛିଟା, ମାଆକୁ ହାଣିଲା ପୁଅ

ଦଶରଥପୁର (ବଡ଼ ଖବର ବ୍ୟୁରୋ):  ମାଆକୁ ହାଣିଲା ପୁଅ । ପାରିବାରିକ କଳହରୁ ଚାଲିଗଲା ଜୀବନ । ଏଭଳି ଏକ ଦୁଖଃଦ ଘଟଣା ଘଟିଛି ଯାଜପୁର ଜିଲ୍ଲା ବିଂଝାରପୁର ଥାନା ବିନ୍ଧାଣୀ ସାହିରେ । ଧାରୁଆ ଅସ୍ତ୍ରରେ ନିଜ ମାଆକୁ ହତ୍ୟା କରିଛି ପୁଅ। ମୃତକ ହେଉଛନ୍ତି ଶୁକଦେବ ଓଝାଙ୍କ ପତ୍ନୀ ପ୍ରେମଲତା । ହତ୍ୟାର କାରଣ ଜଣା ପଡିନାହିଁ। ପାରିବାରିକ କଳହକୁ କେନ୍ଦ୍ର କରି ଏଭଳି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ  ପହଂଚି ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ ଅଭିଯୁକ୍ତ ଗୋପାଳକୁ ଗିରଫ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଶାଶୁକୁ ହାଣିଲା ବୋହୂ 🔴 ଇରାନର ଇସଫାହାନ୍ ସହରରେ ବଡ଼ ବିସ୍ଫୋରଣ 🔴 ଇରାନ ତେଲ ଏବଂ ୟୁରାନିୟମ ଉପରେ ଟ୍ରମ୍ପଙ୍କ ଆଖି 🔴 ୫ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆମେରିକାରେ ଟ୍ରମ୍ପଙ୍କୁ ବିରୋଧ ! 🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଶାଶୁକୁ ହାଣିଲା ବୋହୂ 🔴 ଇରାନର ଇସଫାହାନ୍ ସହରରେ ବଡ଼ ବିସ୍ଫୋରଣ 🔴 ଇରାନ ତେଲ ଏବଂ ୟୁରାନିୟମ ଉପରେ ଟ୍ରମ୍ପଙ୍କ ଆଖି 🔴 ୫ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆମେରିକାରେ ଟ୍ରମ୍ପଙ୍କୁ ବିରୋଧ !