ସମ୍ପର୍କରେ ରକ୍ତର ଛିଟା, ମାଆକୁ ହାଣିଲା ପୁଅ

ଦଶରଥପୁର (ବଡ଼ ଖବର ବ୍ୟୁରୋ):  ମାଆକୁ ହାଣିଲା ପୁଅ । ପାରିବାରିକ କଳହରୁ ଚାଲିଗଲା ଜୀବନ । ଏଭଳି ଏକ ଦୁଖଃଦ ଘଟଣା ଘଟିଛି ଯାଜପୁର ଜିଲ୍ଲା ବିଂଝାରପୁର ଥାନା ବିନ୍ଧାଣୀ ସାହିରେ । ଧାରୁଆ ଅସ୍ତ୍ରରେ ନିଜ ମାଆକୁ ହତ୍ୟା କରିଛି ପୁଅ। ମୃତକ ହେଉଛନ୍ତି ଶୁକଦେବ ଓଝାଙ୍କ ପତ୍ନୀ ପ୍ରେମଲତା । ହତ୍ୟାର କାରଣ ଜଣା ପଡିନାହିଁ। ପାରିବାରିକ କଳହକୁ କେନ୍ଦ୍ର କରି ଏଭଳି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ  ପହଂଚି ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ ଅଭିଯୁକ୍ତ ଗୋପାଳକୁ ଗିରଫ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!