Masthead

ବାପାର ଜୀବନ ନେଲା ପୁଅ

ବଜ୍ରପାଲି(ବଡ଼ ଖବର ବ୍ୟୁରୋ): ପୁଅର ହାତୁଡି ପ୍ରହାରରେ ବାପାର ମୃତ୍ୟୁ । ଯାଜପୁର ଜିଲ୍ଲା ଦାନଗଦି ବ୍ଳକ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତରେ ଗୁରୁବାର ବିଳମ୍ବିତ ରାତିରେ ବଜ୍ରପଲ୍ଲୀ ଗ୍ରାମରେ ପୁଅର ହତୁଡି ପାହାରରେ ବାପାଙ୍କ ମୃତ୍ୟୁ ଘଟିଛି। ସୂଚନା ମୂତାବକ କୋଣସି ଏକ କାରଣକୁ ନେଇ ବାପା ଭରତ ପରିଡା ଓ ପୁଅ ଅର୍ଜୁନ ପରିଡା ମଧ୍ୟରେ ପ୍ରଥମେ ବଚସା ହୋଇଥିଲା ।

ପରେ ଏହା ଉଗ୍ରରୂପ ନେଇଥିଲା । ଯାହାକୁ କେନ୍ଦ୍ରକରି ପୁଅ ଏକ ହାତୁଡି ଧରି ବାପାକୁ ଆକ୍ରମଣ କରିଥିଲା । ପରେ ସେଠାରେ ହିଁ ବାପା ଭରତ ପରିଡା ରକ୍ତ ଜୁଡୁ ବୁଡୁ ଅବସ୍ଥାରେ ମୃତ୍ୟୁ ବରଣ କରିଥିଲେ । ତେବେ ଏ ଖବର ପାଇବା ପରେ କଳିଙ୍ଗ ନଗର ପୋଲିସ ସଙ୍ଗେ ସଙ୍ଗେ ଘଟଣା ସ୍ଥଳରେ ପହଞ୍ଚିଥିଲା । କିନ୍ତୁ ପୁଅ ଜଣକ ସେହି ଜାଗାରୁ ଫେରାର ହୋଇଛି । କଳିଙ୍ଗ ନଗର ପୋଲିସ ପହଞ୍ଚି ତଦନ୍ତ ଜାରିରଖିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ