Masthead

ପରକୀୟା ପ୍ରୀତିର କରୁଣ ପରିଣତି

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ପରକିୟା ପ୍ରୀତିର କରୁଣ ପରିଣତି। ରାୟଗଡ଼ାରେ ଯୁବକଙ୍କୁ ନିର୍ମମ ହତ୍ୟା । ମୃତ ଯୁବକଙ୍କ ନା ବି ରାଜୁ ବୋଲି ଜଣା ପଡ଼ିଛି । ଏହି ଘଟଣାରେ ପୋଲିସ ଜଣକୁ ଅଟକ ରଖି ପଚରା ଉଚରା ଚଳାଇଛି । ରାଜୁଙ୍କ ସହ ଏକ ଯୁବକଙ୍କ ଗତ ରାତିରେ ଝଗଡା ହୋଇଥିଲା ।

ଏହାପରେ କିଛି ଜଣ ମିଳିତ ଭାବେ ରାଜୁଙ୍କୁ ଆକ୍ରମଣ କରିଥିଲେ । ଫଳରେ ଆକ୍ରମଣ ସ୍ଥାନରେ ହିଁ ରାଜୁଙ୍କ ମୃତ୍ୟୁ ହୋଇଥିଲା । ଖବର ପାଇ ସାଇଣ୍ଟିଫକ ଟିମ ସହ ପୋଲିସ ଘଟଣାସ୍ଥଳରେ ପହଁଚି ଅଧିକ ତଦନ୍ତ ଚଳାଇଛି । ହତ୍ୟାକାଣ୍ଡରେ ଜଡ଼ିତ ଅନ୍ୟ ମାନଙ୍କୁ ଶିଘ୍ର ଧରାଯିବ ବୋଲି ପୋଲିସ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ