Masthead

ଅନାସ୍ଥା ପ୍ରସ୍ତାବକୁ ବାଚସ୍ପତିଙ୍କ ମଞ୍ଜୁରୀ

ନୂଆଦିଲ୍ଳୀ  (ବଡ଼ ଖବର ବ୍ୟୁରୋ): ମଣିପୁର ହିଂସାକୁ ନେଇ ସଂସଦରେ ଉତ୍ତେଜନା ଜାରି ରହିଛି। ଏହି ପ୍ରସଙ୍ଗରେ ସରକାରଙ୍କ ବିରୋଧରେ ଏକ ଅନାସ୍ଥା ପ୍ରସ୍ତାବ ଆଣିବାକୁ ବିରୋଧୀ ନିଷ୍ପତ୍ତି ନେଇଛନ୍ତି। କଂଗ୍ରେସ ଲୋକ ସଭାରେ ଏକ ଅନାସ୍ତା ପ୍ରସ୍ତାବ ଉପସ୍ଥାପନ କରିଥିଲା, ଯାହା ପରେ ବାଚସ୍ପତି ସ୍ବୀକାର କରିଛନ୍ତି। ଅନାସ୍ଥା ପ୍ରସ୍ତାବକୁ ମଞ୍ଜୁରୀ ଦେବା ପରେ ଲୋକ ସଭା ବାଚସ୍ପତି କହିଛନ୍ତି, ସମସ୍ତ ଦଳ ସହ କଥା ହେବା ପରେ ସେ ଆଲୋଚନା ପାଇଁ ସମୟ ସ୍ଥିର କରିବେ।

ଏସବୁ ଭିତରେ କଂଗ୍ରେସ ସାଂସଦ ଶଶି ଥରୁର କହିଛନ୍ତି କି, ମଣିପୁର ଘଟଣାକୁ ନେଇ ଯଦି ପ୍ରଧାନମନ୍ତ୍ରୀ ସଂସଦରେ ବୟାନ ଦେଇଥାନ୍ତେ ତେବେ ଅନାସ୍ଥା ପ୍ରସ୍ତାବର ଆବଶ୍ୟକତା ପଡି ନଥାନ୍ତା । କଂଗ୍ରେସ ସାଂସଦ ରାଜୀବ ଶୁକ୍ଳା କହିଛନ୍ତି କି ଅନାସ୍ଥା ପ୍ରସ୍ତାବ ବାଚସ୍ପତିଙ୍କ ଦ୍ୱାରା ସ୍ୱୀକାର ହେବା ପରେ ଆଶା କରୁଛୁ କି ସଂସଦରେ ଏହାକୁ ପ୍ରାଥମିକତା ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ