Masthead

ସେପ୍ଟେମ୍ବର ପହିଲାରୁ ଖୋଲିବ ଶ୍ରୀଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ଖୋଲିବ ଶ୍ରୀଲିଙ୍ଗରାଜ ମନ୍ଦିର । ଗତ ତିନିମାସ ଧରି ବନ୍ଦ ରହିଥିବା ଶ୍ରୀଲିଙ୍ଗରାଜ ମନ୍ଦିର ସେପ୍ଟେମ୍ବର ପହିଲାରୁ ଖୋଲିବ। କୋଭିଡ୍‌ କଟକଣା ଭିତରେ ସର୍ବସାଧାରଣ ମହାପ୍ରଭୁଙ୍କ ଦର୍ଶନ ପାଇବେ। କୌଣସି ଭକ୍ତଙ୍କୁ ଭୋଗ ଲାଗି କରାଇବା ପାଇଁ ସୁଯୋଗ ଦିଆଯିବନି।

ସର୍ବାଧିକ ଶହେ ଜଣ ଭକ୍ତଙ୍କୁ ଦର୍ଶନ ଅନୁମତି ମିଳିବ। ସାହାଣମେଲା ଓ ଗର୍ଭଗୃହ ଦର୍ଶନ ମଧ୍ୟ ହେବ ନାହିଁ। ସମସ୍ତେ ମାସ୍କ ପିନ୍ଧିବେ। ଭକ୍ତମାନଙ୍କ ମଧ୍ୟରେ ଅତି କମ୍‌ରେ ୬ଫୁଟ୍‌ ସାମାଜିକ ଦୂରତା ରହିବ। ଶୃଙ୍ଖଳିତ ଦର୍ଶନ ପାଇଁ ବିଏମ୍‌ସି ପକ୍ଷରୁ ୧ ତାରିଖ ପୂର୍ବରୁ ସ୍ବତନ୍ତ୍ର ବ୍ୟାରିକେଡ୍‌ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଗତ ଅଗଷ୍ଟ ୧୦ ତାରିଖରେ ବିଏମ୍‌ସି ଜାରି କରିଥିବା ଏସ୍‌ଓପି ପାଳନ ପୂର୍ବକ ଏହି ଦର୍ଶନ ଆରମ୍ଭ ହେବ ବୋଲି କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ