Masthead

ସେପ୍ଟେମ୍ବର ପହିଲାରୁ ଖୋଲିବ ଶ୍ରୀଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ଖୋଲିବ ଶ୍ରୀଲିଙ୍ଗରାଜ ମନ୍ଦିର । ଗତ ତିନିମାସ ଧରି ବନ୍ଦ ରହିଥିବା ଶ୍ରୀଲିଙ୍ଗରାଜ ମନ୍ଦିର ସେପ୍ଟେମ୍ବର ପହିଲାରୁ ଖୋଲିବ। କୋଭିଡ୍‌ କଟକଣା ଭିତରେ ସର୍ବସାଧାରଣ ମହାପ୍ରଭୁଙ୍କ ଦର୍ଶନ ପାଇବେ। କୌଣସି ଭକ୍ତଙ୍କୁ ଭୋଗ ଲାଗି କରାଇବା ପାଇଁ ସୁଯୋଗ ଦିଆଯିବନି।

ସର୍ବାଧିକ ଶହେ ଜଣ ଭକ୍ତଙ୍କୁ ଦର୍ଶନ ଅନୁମତି ମିଳିବ। ସାହାଣମେଲା ଓ ଗର୍ଭଗୃହ ଦର୍ଶନ ମଧ୍ୟ ହେବ ନାହିଁ। ସମସ୍ତେ ମାସ୍କ ପିନ୍ଧିବେ। ଭକ୍ତମାନଙ୍କ ମଧ୍ୟରେ ଅତି କମ୍‌ରେ ୬ଫୁଟ୍‌ ସାମାଜିକ ଦୂରତା ରହିବ। ଶୃଙ୍ଖଳିତ ଦର୍ଶନ ପାଇଁ ବିଏମ୍‌ସି ପକ୍ଷରୁ ୧ ତାରିଖ ପୂର୍ବରୁ ସ୍ବତନ୍ତ୍ର ବ୍ୟାରିକେଡ୍‌ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଗତ ଅଗଷ୍ଟ ୧୦ ତାରିଖରେ ବିଏମ୍‌ସି ଜାରି କରିଥିବା ଏସ୍‌ଓପି ପାଳନ ପୂର୍ବକ ଏହି ଦର୍ଶନ ଆରମ୍ଭ ହେବ ବୋଲି କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା