Masthead

ଅକ୍ଟୋବରରେ ଶେଷ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ଅକ୍ଟୋବର ମାସରେ ଶେଷ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ଭକ୍ତଙ୍କ ସୁରକ୍ଷା ଦୃଷ୍ଟିରୁ ୭୫ମିଟର ପରିଧି ଭିତରେ ଦୁଇଟି ସ୍ଥାନରେ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବ । ପ୍ରାୟ ୩ହଜାର ଭକ୍ତଙ୍କ ପାଇଁ ଏହି ବ୍ୟବସ୍ଥା କରାଯବି ।

ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ପରିକ୍ରମା ପ୍ରକଳ୍ପ ଏବଂ ଅବଢା ଯୋଜନାରେ ଓବିସିସି ନିର୍ମାଣ ଚାଲଥିବା ନେଇ ବିଭିନ୍ନ ପ୍ରକଳ୍ପର ସମୀକ୍ଷା ନେଇ ବସିଥିବା ବୈଠକ ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ।

ବୈଠକରେ ମନ୍ଦିର କର୍ମଚାରୀଙ୍କ କ୍ୱାଟର୍ସ, ସେବକ ଆବାସ ନିର୍ମାଣର ଅଗ୍ରଗତି, ମନ୍ଦିରର ଉନ୍ନୟନ କାର୍ଯ୍ୟ, ପୁଷ୍କରଣୀ ପୁନରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ଆଲୋଚନା ହୋଇଥିଲା । ସେହିପରି ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ଥିବା ୧୮ଟି ମଠ ଓ ୨ଟି ମନ୍ଦିରର ପୁନାୁଦ୍ଧାର କାର୍ଯ୍ୟ ମଧ୍ୟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି