Masthead

ଆଜି ଆଗତ ହେବ ରାଜ୍ୟ ବଜେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭାରେ ଆଗତ ହେବ ବଜେଟ ।୨୦୨୧-୨୨ ବର୍ଷର ଆର୍ଥିକ ବଜେଟକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରି । ଅପରାହ୍ନ ଅଧିବେଶନରେ ବଜେଟ ଆଗତ ହେବ ବୋଲି ସୂଚନା ମିଳିଛି । ଚିଠା ବଜେଟକୁ ୯ ତାରିଖରେ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ ମିଳିଥିଲା ବେଳେ ଚଳିତ ବର୍ଷର ବଜେଟ ୧ଲକ୍ଷ ୭୦ହଜାର କୋଟି ଟପି ଯାଇପାରେ ବୋଲି କୁହାଯାଉଛି ।

ଯାହା ଗତବର୍ଷ ତୁଳନାରେ ୧୩ ପ୍ରତିଶତରୁ ଅଧିକ ବୋଲି ଆକଳନ କରାଯାଉଛି । ଗତ ବର୍ଷ୨୦୨୦-୨୧ରେ ପ୍ରାୟ ୧ଲକ୍ଷ ୫୦ହଜାର ଟଙ୍କାର ବଜେଟ ଉପସ୍ଥାପନା ହୋଇଥିଲା । ସେପଟେ ବଜେଟ ଆଗତ ହେବା ପୂର୍ବରୁ ଶନିବାର ଅର୍ଥନୈତିକ ସର୍ଭେ ରିପୋର୍ଟ ଗୃହରେ ଉପସ୍ଥାପନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ