Masthead

ଆଜି ଆଗତ ହେବ ରାଜ୍ୟ ବଜେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭାରେ ଆଗତ ହେବ ବଜେଟ ।୨୦୨୧-୨୨ ବର୍ଷର ଆର୍ଥିକ ବଜେଟକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରି । ଅପରାହ୍ନ ଅଧିବେଶନରେ ବଜେଟ ଆଗତ ହେବ ବୋଲି ସୂଚନା ମିଳିଛି । ଚିଠା ବଜେଟକୁ ୯ ତାରିଖରେ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ ମିଳିଥିଲା ବେଳେ ଚଳିତ ବର୍ଷର ବଜେଟ ୧ଲକ୍ଷ ୭୦ହଜାର କୋଟି ଟପି ଯାଇପାରେ ବୋଲି କୁହାଯାଉଛି ।

ଯାହା ଗତବର୍ଷ ତୁଳନାରେ ୧୩ ପ୍ରତିଶତରୁ ଅଧିକ ବୋଲି ଆକଳନ କରାଯାଉଛି । ଗତ ବର୍ଷ୨୦୨୦-୨୧ରେ ପ୍ରାୟ ୧ଲକ୍ଷ ୫୦ହଜାର ଟଙ୍କାର ବଜେଟ ଉପସ୍ଥାପନା ହୋଇଥିଲା । ସେପଟେ ବଜେଟ ଆଗତ ହେବା ପୂର୍ବରୁ ଶନିବାର ଅର୍ଥନୈତିକ ସର୍ଭେ ରିପୋର୍ଟ ଗୃହରେ ଉପସ୍ଥାପନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା