Masthead

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ । ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମୋହର ବାଜିବାର ସମ୍ଭାବନା ରହିଛି । ଭିଡିଓ କନଫରେନ୍ସ ଜରିଆରେ ସଂଧ୍ୟା ୫ଟା ୩୦ରେ ବସିବ କ୍ୟାବିନେଟ୍‌ ବୈଠକ ।

ଏହି କ୍ୟାବିନେଟ୍‌ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭର୍ଚୁଆଲ ମୋଡରେ ଯୋଗ ଦେବେ ବୋଲି ଜଣାପଡ଼ିଛିଫ। ଏହି ବୈଠକରେ ୮ ଟି ଏଜେଣ୍ଡା ଉପରେ ମୋହର ବାଜିବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି । ସାଧାରଣ ପ୍ରଶାସନ ବିଭାଗର ୨ଟି ପ୍ରସ୍ତାବ, ପୂର୍ତ୍ତ, ସ୍ୱାସ୍ଥ୍ୟ, ଆଇନ ଏବଂ ରାଜସ୍ୱ ବିଭାଗର ଗୋଟିଏ ଲେଖାଏ ପ୍ରସ୍ତାବକୁ କ୍ୟାବିନେଟରେ ଅନୁମୋଦନ ମିଳିବ ବୋଲି କୁହାଯାଉଛି । ସେହିପରି ପଞ୍ଚାୟତିରାଜ ବିଭାଗଗର ୨ଟି ପ୍ରସ୍ତାବ ରହିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା