Masthead

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ହୋଇପାରେ କିଛି ବଡ଼ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ଦିନ ୧୧ଟାରେ ବୈଠକ ବସିବ । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ । ଏଥିରେ ବିଭିନ୍ନ ବିଭାଗର ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିପାରେ । ସାଧାରଣ ପ୍ରଶାସନ, ଜଳସଂପଦ, ରାଜସ୍ବ ଆଦି ବିଭାଗର ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା ରହିଛି ।

ଆଗକୁ ନିର୍ବାଚନ ଆସୁଥିବାରୁ ଅନେକ ଗୁଡ଼ିଏ ବିଭାଗର ପ୍ରସ୍ତାବ ଉପରେ ମୋହର ମାରିପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେପେଟେ ଅପରାହ୍ନରେ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ତେଣୁ ଏହା ପୂର୍ବରୁ କ୍ୟାବିନେଟ୍ ବୈଠକରେ ବଡ଼ ଘୋଷଣା କରିପାରନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ