Masthead

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍: ଠିକା କର୍ମଚାରୀଙ୍କୁ ମିଳିବ ପୂଜା ଭେଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ଦିନ୧୧ଟା ୩୦ରେ ଏହି ବୈଠକ ବସିବ । ତେବେ ଏଠାରେ ଠିକା କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର । ସରକାର ଠିକା କର୍ମଚାରୀଙ୍କ କିଛି ଦାବି ମାନିଥିବା ସୂଚନା ମିଳିଛି । ବେତନ ବୃଦ୍ଧି ନେଇ ନିଷ୍ପତ୍ତି ହୋଇପାରେ ।

ବଡ଼ ଖବରେ ଠିକା କର୍ମଚାରୀ ସେମାନଙ୍କର ଦୁଃଖ ଅନେକ ଥର କହିଆସିଛନ୍ତି । କମ ବେତନରେ ରାଜ୍ୟରେ ଅନେକ ଠିକା କର୍ମଚାରୀ କାମ କରୁଛନ୍ତି । ନିଜର ନାର୍ଯ୍ୟଦାବି ପାଇଁ ସେମାନେ ଦାବି କରୁଥିବା ବେଳେ ସରକାର ସେମାନଙ୍କ କଥା ଶୁଣୁନଥିଲେ । ତେବେ ଆସନ୍ତାକାଲି ଠିକା କର୍ମଚାରୀଙ୍କ ପାଥଇଁ ପୂଜା ଭେଟି ଦେଇପାରନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ