Masthead

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍: ଠିକା କର୍ମଚାରୀଙ୍କୁ ମିଳିବ ପୂଜା ଭେଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ଦିନ୧୧ଟା ୩୦ରେ ଏହି ବୈଠକ ବସିବ । ତେବେ ଏଠାରେ ଠିକା କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର । ସରକାର ଠିକା କର୍ମଚାରୀଙ୍କ କିଛି ଦାବି ମାନିଥିବା ସୂଚନା ମିଳିଛି । ବେତନ ବୃଦ୍ଧି ନେଇ ନିଷ୍ପତ୍ତି ହୋଇପାରେ ।

ବଡ଼ ଖବରେ ଠିକା କର୍ମଚାରୀ ସେମାନଙ୍କର ଦୁଃଖ ଅନେକ ଥର କହିଆସିଛନ୍ତି । କମ ବେତନରେ ରାଜ୍ୟରେ ଅନେକ ଠିକା କର୍ମଚାରୀ କାମ କରୁଛନ୍ତି । ନିଜର ନାର୍ଯ୍ୟଦାବି ପାଇଁ ସେମାନେ ଦାବି କରୁଥିବା ବେଳେ ସରକାର ସେମାନଙ୍କ କଥା ଶୁଣୁନଥିଲେ । ତେବେ ଆସନ୍ତାକାଲି ଠିକା କର୍ମଚାରୀଙ୍କ ପାଥଇଁ ପୂଜା ଭେଟି ଦେଇପାରନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଅପରେସନ ସିନ୍ଦୂର ଜାରି ରହିଛି : ଅନିଲ ଚୌହାନ 🔴 ବାଂଲାଦେଶରେ ‘ତାଲିବାନି ଯୁଗ’ 🔴 ଜାମ୍ମୁ-କାଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଜଣେ ଯବାନଙ୍କ ମୃତ୍ୟୁ ସମେତ ୨ଯବାନ ଆହତ 🔴 ଓଡ଼ିଶା ହେବ ଟେକ୍ସଟାଇଲ ହବ୍ 🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ 🔴 ପୁଣି ଏକ ବିମାନ କ୍ରାସ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଅପରେସନ ସିନ୍ଦୂର ଜାରି ରହିଛି : ଅନିଲ ଚୌହାନ 🔴 ବାଂଲାଦେଶରେ ‘ତାଲିବାନି ଯୁଗ’ 🔴 ଜାମ୍ମୁ-କାଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଜଣେ ଯବାନଙ୍କ ମୃତ୍ୟୁ ସମେତ ୨ଯବାନ ଆହତ 🔴 ଓଡ଼ିଶା ହେବ ଟେକ୍ସଟାଇଲ ହବ୍ 🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ 🔴 ପୁଣି ଏକ ବିମାନ କ୍ରାସ