Masthead

ଏହି ରାଜ୍ୟ କଲା ଘୋଷଣା, ମାଗଣାରେ ମିଳିବ କରୋନା ଟିକା

କେରଳ(ବଡ଼ ଖବର ବ୍ୟୁରୋ): କେରଳରେ ମିଳିବ ମାଗଣା  କରୋନା ଭ୍ୟାକସିନ। ଏନେଇ କରେଳ ମୁଖ୍ୟମନ୍ତ୍ରୀ ପି.ବିଜ୍ୟୟନ ଘୋଷଣ। କରିଛନ୍ତି । ରାଜ୍ୟର ସମସ୍ତ ବ୍ୟକ୍ତିଙ୍କୁ କରୋନା ଟୀକା ମାଗଣାରେ ଜୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେ କହିଛନ୍ତି ପୋଲିଓ ଭ୍ୟାକସିନ ବଣ୍ଟନ ଭଲି କରୋନା ଭ୍ୟାକସିନବି ବଣ୍ଟନ ଆରମ୍ଭ ହେବ ।

ପୂର୍ବରୁ ତାମିଲନାଡୁ ଓ ମଧ୍ୟପ୍ରଦେଶ ସରକାର ମଧ୍ୟ କରୋନା ଭ୍ୟାକସିନ ମାଗଣାରେ ବଣ୍ଟନ କରିବା ପାଇଁ ଘୋଷଣା କରିଛନ୍ତି । ତେବେ ଭାରତ ବାୟୋଟେକ ସମର ଭଳି ୫ଟି ସଂସ୍ଥା କରୋନା ଟୀକାର ୩ୟ ପର୍ଯ୍ୟାୟ ହ୍ୟୁମାନ ଟ୍ରାଇନ ଆରମ୍ଭ କରିଛନ୍ତି । ସେହିଭଳି ଆମେରିକୀୟ କମ୍ପାନୀ ଫାଇଜର ଓ ଋଷ ସ୍ଫୁଟନ୍ଖିକ-ଭି ଭାରତରେ ବ୍ୟବହାର ପାଇଁ ଆବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି