Masthead

ବାତ୍ୟା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାତ୍ୟା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ । ଆବଶ୍ୟକ ପଡିଲେ ଲୋକଙ୍କୁ ସ୍ଥାନାନ୍ତର କରାଯିବ ବୋଲି କହିଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଲଗାତାର ଭାବେ ମେ’ ମାସରେ ବାତ୍ୟା ହେଉଛି । ସରକାର ପ୍ରସ୍ତୁତ ଅଛନ୍ତି ।

ସମସ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶଶ ଦେଇଛନ୍ତି । ସମସ୍ତ ବିଭାଗ ସଜାଗ ଅଛି । ସମସ୍ତ ଜିଲ୍ଲପାଳଙ୍କୁ ଆଲର୍ଟ ରଖାଯାଉଛି । ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି । ଜିଲ୍ଲାପାଳ ଅଫିସ ଓ ରାଜ୍ୟ ସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୋମ ଖୋଲାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ