Masthead

ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କୋଭିଡ ମୁକାବିଲା ନେଇ ସରକାର ପ୍ରସ୍ତୁତ ଅଛନ୍ତି । ଆଗାମୀ ଦିନରେ ତୃତୀୟ ଲହରୀ ଆସିଲେ ରାଜ୍ୟ ସରକାର ତାହାର ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ଡିଏମ୍ଇଟି ସିବିକେ ମହାନ୍ତି । କୋରନାର ୩ୟ ଲହର ପ୍ରସଙ୍ଗରେ ଡିଏମଇଟି ସିବିକେ ମହାନ୍ତି ପ୍ରତିକ୍ରିୟା ରଖିଛନ୍ତି ।

ମହାରଷ୍ଟ୍ରରେ ୨-୩ ସପ୍ତାହ ପରେ ତୃତୀୟ ଲହର ଆସିବ ବୋଲି ଆକଳନ କରାଯାଇଛି । ତୃତୀୟ ଲହର ପାଇଁ ଆମେ ବି ପ୍ରସ୍ତୁତ । ମାତ୍ର ସବୁ ପୂର୍ବାନୁମାନ ଯେ ସତ ହେବ ତାହା କହିହେବନି । ବିଶେଷଜ୍ଞମାନେ ଭିନ୍ନଭିନ୍ନ ମତ ପୋଷଣ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’