Masthead

ଇଦ-ଉଲ-ଜୁହା ଛୁଟିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର

 

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ୨୯ ତାରିଖରେ ମୁସଲିମ ମାନଙ୍କ ପର୍ବ ଇଦ-ଉଲ-ଜୁହା ପଡ଼ୁଛିି । ପୁର୍ବରୁ ରାଜ୍ୟ ସରକାର ଜୁନ ୩୦ ତାରିଖକୁ ଛୁଟି ଘୋଷଣା କରିଥିଲେ । ହେଲେ ପରବର୍ତ୍ତୀ ସମୟରେ ରାଜସ୍ୱ ଓ ବିପର୍ଯ୍ୟୟ ପକ୍ଷରୁ ପରିବର୍ତ୍ତିତ ନିର୍ଦ୍ଦେଶନାମା  ଅନୁଯାୟୀ ଜୁନ ୩୦ ପରିବର୍ତ୍ତେ ଜୁନ ୨୯ ତାରିଖକୁ ଇଦ-ଉଲ-ଜୁହା ଛୁଟି ଘୋଷଣା କରାଯାଇଛି । ଘୋଷଣା ଅନୁସାରେ ୨୯ ତାରିଖ ଦିନ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ରାଜ୍ୟର ସମସ୍ତ ବ୍ୟାଙ୍କ, ଶିକ୍ଷାନୁଷ୍ଠାନ, ଏବଂ ରାଜସ୍ୱ ଓ ମାଜିଷ୍ଟ୍ରିଆଲ କୋର୍ଟ ବନ୍ଦ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା