Masthead

ରାଜ୍ୟରେ କମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା, ଆଜି ସର୍ବାଧିକ ୩୭ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଜି ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । କିଛି ଦିନ ହେବ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩୦ ପାର କରୁଛି । ତେବେ ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି । ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ, କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି ।

ସେହିଭଳି ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ନୂଆପଡ଼ା , ରାୟଗଡ଼ା, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ତେବେ ବଲାଙ୍ଗୀର, ଗଜପତି, ଗଞ୍ଜାମ, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁଽରଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର