Masthead

ରାଜ୍ୟରେ ତଳମୁହାଁ କରୋନା ମିଟର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳମୁହାଁ କରୋନା ମିଟର । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୩ହଜାର ୮୦୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୨୧୭୨ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୧୬୩୪ ଅଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୧୭ ସଂକ୍ରମିତ ଚିହ୍ନଟ ଅନୁଗୁଳରୁ ୧୭୫, ବାଲେଶ୍ୱରରୁ ୨୨୦, ବରଗଡରୁ ୫୮, ଭଦ୍ରକରୁ ୧୫୮, ବଲାଙ୍ଗୀରରୁ ୨୮,ବୌଦ୍ଧରୁ ୩୫, କଟକରୁ ୩୯୩, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୩, ଗଜପତିରୁ ୪୫, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୧୩୦ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁରରୁ ୩୪୬, ଝାରସୁଗୁଡାରୁ ୧୯,କଳାହାଣ୍ଡିରୁ ୪୩, କନ୍ଧମାଳରୁ ୩୪, କେନ୍ଦ୍ରାପଡାରୁ ୧୪୫, କେନ୍ଦୁଝରରୁ ୮୧,ଖୋର୍ଦ୍ଧାରୁ ୬୧୭, କୋରାପୁଟରୁ ୭୭, ମାଲକାନଗିରିରୁ ୭୫ ।

ମୟୂରଭଞ୍ଜରୁ ୧୫୯,ନବରଙ୍ଗପୁରରୁ ୮୮, ନୟାଗଡ଼ରୁ ୧୩୪, ନୁଆପଡାରୁ ୩୧, ପୁରୀରୁ ୨୦୦, ରାୟଗଡାରୁ ୧୧୧, ସମ୍ବଲପୁରରୁ ୪୫, ସୋନପୁରରୁ ୩୬,ସୁନ୍ଦରଗଡରୁ ୧୧୯ ଓ ରାଜ୍ୟ ପୁଲରୁ ୯୫ଜଣ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ଲକ୍ଷ ୭୦ ହଜାର ୪୯୮କୁ ବୃଦ୍ଧି ହୋଇଛି । ଏମାନଙ୍କ ମଧ୍ୟରୁ ୮ଲକ୍ଷ ୨୩ ହଜାର ୫୯୯ଜଣ ସୁସ୍ଥ ହୋଇଥିବା ବେଳେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୪୩ହଜାର ୩୩୮ । ୨୪ଘଂଟାରେ ୬୪ହଜାର ୮୫୦ ନମୁନା ପରୀକ୍ଷା ହୋଇଥିବା ବେଳେ ଟେଷ୍ଟ ପଜିଟିଭିଟି ରେଟ ରହିଛି ୫ଦଶମିକ୍ ୮୬ ପ୍ରତିଶତ । ସେହିପରି କରୋନା କାରଣରୁ ୨୪ଘଂଟା ଭିତରେ ୩୭ ଜଣଙ୍କର ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ