Masthead

ରାଜ୍ୟରେ ତଳମୁହାଁ କରୋନା ମିଟର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳମୁହାଁ କରୋନା ମିଟର । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୩ହଜାର ୮୦୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୨୧୭୨ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୧୬୩୪ ଅଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୧୭ ସଂକ୍ରମିତ ଚିହ୍ନଟ ଅନୁଗୁଳରୁ ୧୭୫, ବାଲେଶ୍ୱରରୁ ୨୨୦, ବରଗଡରୁ ୫୮, ଭଦ୍ରକରୁ ୧୫୮, ବଲାଙ୍ଗୀରରୁ ୨୮,ବୌଦ୍ଧରୁ ୩୫, କଟକରୁ ୩୯୩, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୩, ଗଜପତିରୁ ୪୫, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୧୩୦ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁରରୁ ୩୪୬, ଝାରସୁଗୁଡାରୁ ୧୯,କଳାହାଣ୍ଡିରୁ ୪୩, କନ୍ଧମାଳରୁ ୩୪, କେନ୍ଦ୍ରାପଡାରୁ ୧୪୫, କେନ୍ଦୁଝରରୁ ୮୧,ଖୋର୍ଦ୍ଧାରୁ ୬୧୭, କୋରାପୁଟରୁ ୭୭, ମାଲକାନଗିରିରୁ ୭୫ ।

ମୟୂରଭଞ୍ଜରୁ ୧୫୯,ନବରଙ୍ଗପୁରରୁ ୮୮, ନୟାଗଡ଼ରୁ ୧୩୪, ନୁଆପଡାରୁ ୩୧, ପୁରୀରୁ ୨୦୦, ରାୟଗଡାରୁ ୧୧୧, ସମ୍ବଲପୁରରୁ ୪୫, ସୋନପୁରରୁ ୩୬,ସୁନ୍ଦରଗଡରୁ ୧୧୯ ଓ ରାଜ୍ୟ ପୁଲରୁ ୯୫ଜଣ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ଲକ୍ଷ ୭୦ ହଜାର ୪୯୮କୁ ବୃଦ୍ଧି ହୋଇଛି । ଏମାନଙ୍କ ମଧ୍ୟରୁ ୮ଲକ୍ଷ ୨୩ ହଜାର ୫୯୯ଜଣ ସୁସ୍ଥ ହୋଇଥିବା ବେଳେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୪୩ହଜାର ୩୩୮ । ୨୪ଘଂଟାରେ ୬୪ହଜାର ୮୫୦ ନମୁନା ପରୀକ୍ଷା ହୋଇଥିବା ବେଳେ ଟେଷ୍ଟ ପଜିଟିଭିଟି ରେଟ ରହିଛି ୫ଦଶମିକ୍ ୮୬ ପ୍ରତିଶତ । ସେହିପରି କରୋନା କାରଣରୁ ୨୪ଘଂଟା ଭିତରେ ୩୭ ଜଣଙ୍କର ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ