Masthead

ବିଶ୍ୱରେ କରୋନା ସ୍ଥିତି ଅସମ୍ଭାଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ବିପଦ ବଢାଇଲାଣି କରୋନା । ହୁ ହୁ ହୋଇ ମାଡି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ବିଶ୍ୱରେ କୋରୋନା ମୃତ୍ୟୁ ସଂଖ୍ୟା ୨୭ ଲକ୍ଷ ୩୪ ହଜାର ୯୭୧କୁ ବୃଦ୍ଧି । ସଂକ୍ରମିତଙ୍କ ସଂଖ୍ୟା ୧୨ କୋଟି ୪୨ ଲକ୍ଷ ୮୭ ହଜାର ୫୧୫କୁ ବୃଦ୍ଧି । ସେପଟେ ସୁସ୍ଥ ହୋଇଛନ୍ତି ୧୦ କୋଟି ୨ ଲକ୍ଷ ୫୪ ହଜାର ୨୮୦ ଜଣ ରୋଗୀ ।

୨ କୋଟି ୧୨ ଲକ୍ଷ ୯୮ ହଜାର ୨୬୪ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୦ ହଜାର ୮୩୧ ଜଣଙ୍କ ଅବସ୍ଥା ଗୁରୁତରା ଆମେରିକାରେ କୋରୋନା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୫୫ ହଜାର ୯୪୪ା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା