Masthead

ସାଧାରଣତନ୍ତ୍ର ଦିବସରେ ଉଡିଲା ରାଜ୍ୟର ଉଚ୍ଚତମ ଜାତୀୟ ପତାକା

ରାଉରକେଲା(ବଡ଼ ଖବର ବ୍ୟୁରୋ): ଷ୍ଟିଲସିଟି ରାଉରକେଲାରେ ଉଡିଲା ରାଜ୍ୟର ଉଚ୍ଚତମ ଜାତୀୟ ପତାକା । ରାଉରକେଲା ଇସ୍ପାତ କାରଖାନା ପକ୍ଷରୁ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଏହାର ଉଦଘାଟନ କରାଯାଇଛି । ଇସ୍ପାତ ସହରର ଟେଲିଫୋନ ଭବନ ପଡିଆ ନିକଟରେ ଏକ ଆକର୍ଷଣୀୟ ଉଦ୍ୟାନ ପ୍ରସ୍ତୁତ କରାଯାଇଛି । ୭୦ ମିଟର ଉଚ୍ଚତା ବିଶିଷ୍ଟ ଫ୍ଲାଗପୋଲ ସ୍ଥାପନ କରାଯାଇ ୭୨ ଫୁଟ ଲମ୍ବା ଓ ୪୮ ଫୁଟ ଚଉଡା ବିଶିଷ୍ଟ ଜାତୀୟ ପତାକା ଉତ୍ତୋଳନ କରାଯାଇଛି । ଏହି ବିଶାଳକାୟ ଜାତୀୟ ପତାକାକୁ ସ୍ୱାଧୀନତା ସଂଗ୍ରାମୀ ଓ ମହାପୁରୁଷଙ୍କ ବିରତ୍ୱର ଗାଥା ଭାବେ ସମର୍ପିତ କରାଯାଇଛି । ଏହାକୁ ଦେଖିବା ପାଇଁ ଟେଲିଫୋନ ଭବନ ପଡ଼ିଆରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ରାଉରକେଲା ସହରବାସୀ ଖୁସିର ସହ ସାଧାରଣତନ୍ତ୍ର ଦିବସ ପାଳନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର