Masthead

ଗିରଫ ହୋଇପାରନ୍ତି ଷ୍ଟେସନ ମ୍ୟାନେଜର ଓ ସିଗନାଲ ଇନଚାର୍ଜ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡ଼ି । ଦୁର୍ଘଟଣାକୁ ବିତିଲାଣି ୧୨ ଦିନ । ଏବେ ବି ବାହାରି ପାରୁନି ନିଷ୍କର୍ଷ । ଘଟଣାକୁ ନେଇ ତନାଘନା କରୁଛି ସିବିଆଇ । ତଥାପି ଖୋଲି ପାରୁନି ଗୁମର ।  ସିବିଆଇର ପ୍ରଶ୍ନ ବାଣରେ ଝାଳନାଳ ହେଲେଣି ୫ ରେଳ କର୍ମଚାରୀ । ଗିରଫ ହୋଇପାରନ୍ତି ଷ୍ଟେସନ ମ୍ୟାନେଜର ଓ ସିଗନାଲ ଇନଚାର୍ଜ । ବାହାନଗା ଷ୍ଟେସନ ଆସିଷ୍ଟାଣ୍ଟ ମ୍ୟାନେଜର ଏସ ବି ମାହାନ୍ତି ଓ ସିଗ୍ନାଲ ଇନଚାର୍ଜ ଏ କେ ମହନ୍ତ ଙ୍କୁ ଆଜି ଗିରଫ କରାଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼