Masthead

ଚୌଦ୍ୱାର କଲେଜର ପ୍ରତିଷ୍ଠାତା ରାଜକିଶୋରରାମଙ୍କ ପ୍ରତିମୂର୍ତ୍ତି ଅନାବରଣ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

କଟକ(ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ମହାବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତଃ ରାଜକିଶୋର ରାମଙ୍କ  ପ୍ରତିମୂର୍ତ୍ତି ଅନାବରଣ ସମାରୋହ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଚୌଦାର ମହାବିଦ୍ୟାଳୟର ପୁରାତନ ଛାତ୍ର ସଂସଦର ସଭାପତି ବିବେକ ଜେନାଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଅତନୁ ସବ୍ୟସାଚୀ ନାୟକ, ସମ୍ମାନିତ ଅତିଥି ଭାବେ ଚୌଦ୍ୱାର କଟକ ବିଧାୟକ ଷୌଭିକ ବିଶ୍ୱାଳ, ଟାଙ୍ଗି ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା,

ପ୍ରଗତିବାଦୀ ବରିଷ୍ଠ ସାମ୍ବାଦିକ ବିରୁପାକ୍ଷ ତ୍ରିପାଠୀ, ସ୍ୱର୍ଗତ ରାଜକିଶୋର ରାମଙ୍କ ଧର୍ମପତ୍ନୀ ଶ୍ରୀମତୀ ଇନ୍ଦୁମତୀ ରାମଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ବିଶେଷ ଉପସ୍ଥିତ ରହି ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ । ସଭାରେ ଚୌଦ୍ୱାର ମହାବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତଃ ରାଜକିଶୋର ରାମଙ୍କ ଉଦେଶ୍ୟରେ ଏକ ସ୍ମରଣିକା ଉନ୍ମୋଚନ କରାଯାଇଥିଲା । କଲେଜର ଅଧକ୍ଷ ଉମେଶ ଚନ୍ଦ୍ର ଦେବତା ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି