Masthead

ହାତ କାଟିଲେ ଛାତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଯୁକ୍ତଦୁଇ କାଉନସିଲ ଅଫିସ ଆଗରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ । ମାଟ୍ରିକ୍‍ ପରୀକ୍ଷା ରେଜଲ୍ଟ ଆଧାରରେ ମୂଲ୍ୟାଙ୍କନ ଦାବିରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ । ଏକ୍ସରେଗୁଲାର ଓ ଡ୍ରପଆଉଟ୍‍ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।

ପାଚେରି ଡେଇଁ ଛାତ୍ରଛାତ୍ରୀମାନେ ଯୁକ୍ତଦୁଇ କାଉନସିଲ ଅଫିସ ଭିତରକୁ ପଶିବାକୁ ଉଦ୍ୟମ କରିଥିଲେ । ତେବେ ପୋଲିସ ସେମାନଙ୍କୁ ବାଧା ଦେଇଥିଲା । କର୍ତ୍ତୃପକ୍ଷ ଦାବି ଶୁଣୁନଥିବା ପ୍ରତିବାଦରେ ଜଣେ ଛାତ୍ରୀ ହାତ କାଟିଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ