Masthead

ଶିକ୍ଷୟତ୍ରୀଙ୍କ ମାଡରେ ଛାତ୍ର ଗୁରୁତର

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ):  ଶିକ୍ଷୟତ୍ରୀଙ୍କ ମାଡ଼ରେ ଛାତ୍ର ଗୁରୁତର । କାମାକ୍ଷାନଗର ମେଡିକାଲରେ ଭର୍ତ୍ତି।ଏ ଭଳି ଘଟଣା ଦେଖିବାକୁ ମିଳିଛି କାମକ୍ଷାନଗର କଙ୍କଡ଼ାହାଡ଼ ଉଚ୍ଚ ପ୍ରାଥମିକ ବିବ୍ୟାଳୟରେ । ଗୁରୁତର ଛାତ୍ର ହେଲେ ଷଷ୍ଠ ଶ୍ରେଣୀର ଛାତ୍ର ଗଣପତି ମହାନ୍ତି । ସକାଳେ ସ୍କୁଲରେ ପ୍ରାଥନା ଚାଲୁ ରହିଥିବା ବେଳେ ଶିକ୍ଷୟତ୍ରୀ ଗଣପତିଙ୍କ ଛାତିକୁ ବିଧା ମାରିଥôଲେ । ଛାତିରେ ଗୁରୁତର ଆଘାତ ଲାଗିଥିବାରୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ